Breaking PLUSଓଡ଼ିଶାଦେଶମୁଖ୍ୟ ଖବରରାଜନୀତି

ନିର୍ଦ୍ୱନ୍ଦରେ ରାଜ୍ୟସଭାକୁ ଓଡିଶାରୁ ନିର୍ବାଚିତ ହୋଇଛନ୍ତି ୩ ପ୍ରାର୍ଥୀ

ନିର୍ଦ୍ୱନ୍ଦରେ ରାଜ୍ୟସଭାକୁ ଓଡିଶାରୁ ନିର୍ବାଚିତ ହୋଇଛନ୍ତି ୩ ପ୍ରାର୍ଥୀ। ଆଜି ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ଦିନରେ ବିଧାନସଭା ରିଟର୍ଣ୍ଣିଂ ଅଫିସର ଏହି ବିଷୟ ଘୋଷଣା କରିବା ସହ ବିଜୟୀ ପ୍ରାର୍ଥୀମାନଙ୍କୁ ବିଜୟ ପ୍ରମାଣ ପତ୍ର ପ୍ରଦାନ କରିଛନ୍ତି। ରାଜ୍ୟସଭା ଲାଗି ଓଡିଶାରୁ ବିଜେଡିର ଦେବାଶିଷ ସାମନ୍ତରାୟ ଏବଂ ଶୁଭାଶିଷ ଖୁଣ୍ଟିଆ ଓ ବିଜେପିର ପ୍ରାର୍ଥୀ ଭାବରେ ବର୍ତ୍ତମାନର କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ପ୍ରାର୍ଥୀପତ୍ର ଦାଖଲ କରିଥିଲେ। ବିଜେପି ପ୍ରାର୍ଥୀଙ୍କୁ ବିଜେଡି ମଧ୍ୟ ସମର୍ଥନ କରିଥିଲା।

Show More

Related Articles

Back to top button