Breaking PLUSଓଡ଼ିଶାମୁଖ୍ୟ ଖବର

ଅଟୋ ଓ ଟ୍ରକ ମୁହାଁମୁହିଁ ଧକ୍କା, 3ମୃତ

ଉମରକୋଟ: ରାଇଘର ଥାନା ଜୋଡେଙ୍ଗା ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଅଟୋ ଓ ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ଘଟଣାସ୍ଥଳରେ ୩ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୮ଜଣ ଆହତ ହୋଇଛନ୍ତି। ୩ ମୃତକଙ୍କ ମଧ୍ୟରେ ୨ ମହିଳା ରହିଥିବା ସୂଚନା ମିଳିଛି। ଗୁରୁତର ଆହତ ହୋଇଥିବା ୮ଜଣଙ୍କୁ ନିକଟସ୍ଥ ମେଡ଼ିକାଲରେ ଭର୍ତ୍ତି କରାଯାଇଛି। ନବରଙ୍ଗପୁର ଜିଲା ରାଇଘର ଥାନା ଜୋଡ଼େଙ୍ଗା ଥାନା ନିକଟରେ ଏହି ଦୁର୍ଘଟଣା ଘଟିଛି ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button