Breaking PLUSଓଡ଼ିଶାମୁଖ୍ୟ ଖବର

କେନ୍ଦୁଝରରେ ଦୁର୍ଘଟଣା 3 ମୃତ

କେନ୍ଦୁଝର : କେନ୍ଦୁଝର ଆନନ୍ଦପୁର-କରଞ୍ଜିଆ ରାସ୍ତା ପଦ୍ମପୁର ଗେଟ୍‌‌ ନିକଟରେ ଶୁକ୍ରବାର ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୩ ଜଣଙ୍କ ଜୀବନ ଚାଲିଯାଇଛି। ୩ ଜଣଙ୍କ ମଧ୍ୟରେ ୨ ପୁରୁଷ ଓ ଜଣେ ମହିଳା ଅଛନ୍ତି ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଛି। ଦୁଇ ବାଇକରେ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇ ଏହି ଦୁର୍ଘଟଣା ଘଟିଛି। ମୃତଙ୍କ ପରିଚୟ ଅସ୍ପଷ୍ଟ ରହିଥିବା ବେଳେ ଖବର ପାଇ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Show More

Related Articles

Back to top button