Breaking PLUSଓଡ଼ିଶାମୁଖ୍ୟ ଖବର

ଭାରସାମ୍ୟ ହରାଇ ଗଛକୁ ପିଟିଲା କାର୍‌, ୩ ମୃତ

ଜୟପୁର: ଭାରସାମ୍ୟ ହରାଇ ଗଛକୁ ପିଟିଲା କାର୍‌, ୩ ମୃତ । ବୈପାରୀଗୁଡ଼ା ଥାନା ଚନ୍ଦ୍ରପଡ଼ା ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । କାର୍‌ରେ ନୟାଗଡ଼ରୁ ମାଲକାନଗିରି ଯାଉଥିଲେ ୬ ଜଣ  । ଅନ୍ୟ ୩ ଗୁରୁତରଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି ।

Show More

Related Articles

Back to top button