Breaking PLUSଓଡ଼ିଶାମୁଖ୍ୟ ଖବର

ବିଧାନସଭା ଜଗିବେ 30 ପ୍ଲାଟୁନ ପୋଲିସ ଫୋର୍ସ

ଭୁବନେଶ୍ୱର- -ବିଧାନସଭା ମୌସୁମୀ ଅଧିବେଶନ ପାଇଁ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି । ସୁରକ୍ଷା ବ୍ୟବସ୍ଥା ପାଇଁ ମୁତୟନ ହେବେ ୩୦ ପ୍ଲାଟୁନ ପୋଲିସ ଫୋର୍ସ । ୬ ଅତିରିକ୍ତ ଡିସିପି, ୧୯ ଏସିପି ସହ ସିସିଟିଭି ନଜରରେ ବିଧାନସଭା ରହିବ । ସୁରକ୍ଷା ବ୍ୟବସ୍ଥା ନେଇ ସୂଚନା ଦେଇଛନ୍ତି ଡିଜିପି ସୁନୀଲ ବଂଶଲ ।

Show More

Related Articles

Back to top button