Breaking PLUSଓଡ଼ିଶାମୁଖ୍ୟ ଖବର
ରାଜ୍ୟରେ ଖାଲି ପଡ଼ିଛି ୩୦ ହଜାର ୫୪୦ ପ୍ରାଥମିକ ଶିକ୍ଷକ ପଦବୀ

ଭୁବନେଶ୍ୱର- ରାଜ୍ୟରେ ଖାଲି ପଡ଼ିଛି ୩୦ ହଜାର ୫୪୦ ପ୍ରାଥମିକ ଶିକ୍ଷକ ପଦବୀ । ଚକ୍ରମଣି କହଁରଙ୍କ ପ୍ରଶ୍ନରେ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ଉତ୍ତର । ରାଜ୍ୟରେ ୧ ଲକ୍ଷ ୩୫ ହଜାର ୬୫୬ ମଞ୍ଜୁରୀପ୍ରାପ୍ତ ଶିକ୍ଷକ ପଦ ରହିଛି । ଗଞ୍ଜାମ ଜିଲ୍ଲାରେ ସର୍ବାଧିକ ୪ ହଜାର ୨୮୩ ଶିକ୍ଷକ ପଦବୀ ଖାଲି ରହିଛି । ୧୬ ହଜାର ପ୍ରାଥମିକ ଶିକ୍ଷକ ନିଯୁକ୍ତି ନେଇ ପ୍ରକ୍ରିୟା ଚାଲୁ ରହିଛି ।