Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଆଜି ୩୩ ଜଣ କରୋନା ସଂକ୍ରମିତଙ୍କ ମୁଣ୍ଡ ଗଡାଇଲା ମହାମାରୀ

ରାଜ୍ୟରେ କରୋନା ସଂକ୍ରମଣ ମାମଲା ସାମାନ୍ୟ ଖସିଥିବା ବେଳେ ମୃତ୍ୟୁସଂଖ୍ୟା ୩୦ ଉପରେ ରହିଛି । ୨୪ ଘଣ୍ଟାରେ ରାଜ୍ୟର ୧୩ ଜିଲ୍ଲାରୁ ୩୩ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି । ଏଥିସହ ରାଜ୍ୟରେ ମୋଟ କରୋନା ମୃତ୍ୟୁସଂଖ୍ୟା ବୃଦ୍ଧି ପାଇ ୨୬୫୧ରେ ପହଞ୍ଚିଛି ।

ଅନୁଗୁଳରୁ ସର୍ବାଧିକ ୫ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ବୌଦ୍ଧରୁ ୩ ଜଣ, ଢେଙ୍କାନାଳରୁ ଜଣେ, ଗଜପତିରୁ ୨ ଜଣ, ଝାରସୁଗୁଡ଼ାରୁ ୨ ଜଣ, କଳାହାଣ୍ଡିରୁ ୩ ଜଣ, କେନ୍ଦ୍ରାପଡ଼ାରୁ ୨ ଜଣ, କେନ୍ଦୁଝରରୁ ୩ ଜଣ, ଖୋର୍ଦ୍ଧାରୁ ୩ ଜଣ, କୋରାପୁଟରୁ ୨ ଜଣ, ନବରଙ୍ଗପୁରରୁ ଜଣେ, ରାୟଗଡ଼ାରୁ ୨ ଜଣ ଏବଂ ସୁନ୍ଦରଗଡ଼ ଜିଲ୍ଲାରୁ ୪ ଜଣ କୋଭିଡ୍ ଆକ୍ରାନ୍ତ ଆଖି ବୁଜିଛନ୍ତି ।

Show More

Related Articles

Back to top button