Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଆଜି ଆଉ ୩୫ ଜଣଙ୍କ ଜୀବନ ନେଲା କରୋନା

ରାଜ୍ୟରେ ଚିକିତ୍ସାଧୀନ ଅବସ୍ଥାରେ ଆଉ ୩୫ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ୧୪ ଜିଲାରୁ ୩୫ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ଅନୁଗୁଳରୁ ସର୍ବାଧିକ ରହିଛନ୍ତି।

ରାଜ୍ୟରେ ଚିକିତ୍ସାଧୀନ ଅବସ୍ଥାରେ ଆଉ ୩୫ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ୧୪ ଜିଲାରୁ ୩୫ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ଅନୁଗୁଳରୁ ସର୍ବାଧିକ ରହିଛନ୍ତି। ଅନୁଗୁଳରୁ ୫ , ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। କଟକ,କଳାହାଣ୍ଡି,କେନ୍ଦ୍ରାପଡା, ଖୋର୍ଦ୍ଧା,ନବରଙ୍ଗପୁର ଓ ସୁବର୍ଣ୍ଣପୁର ଜିଲାରୁ ୩ ଲେଖାଏଁ, ଦେବଗଡ, ଗଜପତି, ଗଞ୍ଜାମ, ଝାରସୁଗୁଡା ଓ ସୁନ୍ଦରଗଡ ଜିଲାରୁ ୨ ଲେଖାଏଁ ମୃତ୍ୟୁ ବରଣ କରିଥିବା ବେଳେ ନୟାଗଡ ଓ ନୂଆପଡା ଜିଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାସହ ମୋଟ କରୋନା ମୃତକଙ୍କ ସଂଖ୍ୟା ୨ହଜାର ୭୫୪ରେ ପହଞ୍ଚିଛି।

Show More

Related Articles

Back to top button