Breaking PLUSଓଡ଼ିଶାମୁଖ୍ୟ ଖବର

୧୯୪୪ କୋଟି ଟଙ୍କା ଖର୍ଚ୍ଚରେ ସମୁଦ୍ର ତଟରେ ନିର୍ମାଣ ହେବ ୩୮୦ କିମି ପଥର ବନ୍ଧ

ସମୁଦ୍ର ଜୁଆର ରୋକିବା ପାଇଁ ରାଜ୍ୟ ସରକାର ଏକ ଦୀର୍ଘମିଆଦି ଯୋଜନା ପ୍ରସ୍ତୁତ କରିଛନ୍ତି। ବନ୍ୟା ମୁକାବିଲା ପାଇଁ ସମୁଦ୍ର ତଟରେ ପଥର ବନ୍ଧ ପାଇଁ ଯୋଜନା କରାଯାଇଛି। ଉପକୂଳ ସୁରକ୍ଷା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଡିପିଆର ପ୍ରସ୍ତୁତ କରାଯାଇଛି। ସମୁଦ୍ର ତଟବର୍ତ୍ତୀ ୩୮୦ କିମି ପର୍ଯ୍ୟନ୍ତ ପଥର ବନ୍ଧ ନିର୍ମାଣ କରିବାକୁ ସରକାର ଯୋଜନା କରିଛନ୍ତି।

ସମୁଦ୍ର ଜୁଆର ରୋକିବା ପାଇଁ ରାଜ୍ୟ ସରକାର ଏକ ଦୀର୍ଘମିଆଦି ଯୋଜନା ପ୍ରସ୍ତୁତ କରିଛନ୍ତି। ବନ୍ୟା ମୁକାବିଲା ପାଇଁ ସମୁଦ୍ର ତଟରେ ପଥର ବନ୍ଧ ପାଇଁ ଯୋଜନା କରାଯାଇଛି। ଉପକୂଳ ସୁରକ୍ଷା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଡିପିଆର ପ୍ରସ୍ତୁତ କରାଯାଇଛି। ସମୁଦ୍ର ତଟବର୍ତ୍ତୀ ୩୮୦ କିମି ପର୍ଯ୍ୟନ୍ତ ପଥର ବନ୍ଧ ନିର୍ମାଣ କରିବାକୁ ସରକାର ଯୋଜନା କରିଛନ୍ତି। ଏଥିପାଇଁ ୧୯୪୪ କୋଟି ଟଙ୍କା ଖର୍ଚ୍ଚ ହେବ। ଏନେଇ ଜଳସଂପଦ ସର୍ବୋଚ୍ଚ ଯନ୍ତ୍ରୀ ଜ୍ୟୋତିର୍ମୟ ରଥ ସୂଚନା ଦେଇଛନ୍ତି।

Show More

Related Articles

Back to top button