Breaking PLUSଦେଶ ବିଦେଶମୁଖ୍ୟ ଖବର

ଦେଶରେ ଗତ ୨୪ ଘଣ୍ଟାରେ ୩୮୭୪ ଜଣଙ୍କ ଜୀବନ ନେଲା ମହାମାରୀ କରୋନା

ଦେଶରେ ଦୈନିକ କରୋନା ସଂକ୍ରମଣ ମାମଲା ୩ ଲକ୍ଷ ତଳେ ରହିଛି । ତଥାପି କମୁଥିବା ସଂକ୍ରମଣ ଗତ ୩ ଦିନ ହେଲା ଆଂଶିକ ବଢ଼ିଛି । ଗତ ୨୪ ଘଣ୍ଟାରେ ଦେଶରୁ ଆଉ ୨ ଲକ୍ଷ ୬୭ ହଜାର ୭୦ଟି ପଜିଟିଭ୍ ମାମଲା ଚିହ୍ନଟ ହୋଇଛନ୍ତି

ଦେଶରେ ଦୈନିକ କରୋନା ସଂକ୍ରମଣ ମାମଲା ୩ ଲକ୍ଷ ତଳେ ରହିଛି । ତଥାପି କମୁଥିବା ସଂକ୍ରମଣ ଗତ ୩ ଦିନ ହେଲା ଆଂଶିକ ବଢ଼ିଛି । ଗତ ୨୪ ଘଣ୍ଟାରେ ଦେଶରୁ ଆଉ ୨ ଲକ୍ଷ ୬୭ ହଜାର ୭୦ଟି ପଜିଟିଭ୍ ମାମଲା ଚିହ୍ନଟ ହୋଇଛନ୍ତି । ୩ ହଜାର ୮୭୪ ସଂକ୍ରମିତଙ୍କ ଜୀବନ ନେଇଛି କିଲର କରୋନା । ଦିନକରେ ୩ ଲକ୍ଷ ୬୯ ହଜାର ୭୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

Show More

Related Articles

Back to top button