Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଆଜି ଆଉ ୩୯ ଜଣଙ୍କ ଜୀବନ ନେଲା କରୋନା

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୯ ଜଣଙ୍କ ଜୀବନ ନେଲା କରୋନା | ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ | ଆଜିର ଅପଡେଟକୁ ମିଶାଇ ରାଜ୍ୟରେ କୋଭିଡ ଜନିତ ମୃତ୍ୟୁ ସଂଖ୍ୟା ୩୪୭୧କୁ ବୃଦ୍ଧି ପାଇଛି |

Show More

Related Articles

Back to top button