Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଆଉ ୪ ମୁଣ୍ଡ ନେଲା କରୋନା

ରାଜ୍ୟରେ କିଛି ଦିନ ଧରି କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବା ସହିତ ମୃତ୍ୟୁସଂଖ୍ୟାରେ ବି ହ୍ରାସ ଘଟିଛି । ଆଜି ରାଜ୍ୟରେ ୪ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୧୫୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Show More

Related Articles

Back to top button