Breaking PLUSଓଡ଼ିଶାମୁଖ୍ୟ ଖବର
ରାଜ୍ୟରେ ଆଜି ଆଉ ୪ ଜଣଙ୍କ ଜୀବନ ନେଲା ମହାମାରୀ
ରାଜ୍ୟରେ ଆଜି ୪ ଜଣଙ୍କ ମୁଣ୍ଡ ନେଇଛି ମହାମାରୀ କରୋନା। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୭୯୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
![](https://www.utkalprahari.com/wp-content/uploads/2020/12/WhatsApp-Image-2020-12-04-at-15.08.01.jpeg)
ରାଜ୍ୟରେ ଆଜି ୪ ଜଣଙ୍କ ମୁଣ୍ଡ ନେଇଛି ମହାମାରୀ କରୋନା। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୭୯୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଆଜି ମୃତ୍ୟୁବରଣ କରିଥିବା ଚାରି ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ବରଗଡ, ଭୁବନେଶ୍ୱର, ମୟୂରଭଞ୍ଜ ଓ ମାଲକାନଗିରିରୁ ଜଣେ ଲେଖାଁଏ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି।