Breaking PLUSଓଡ଼ିଶାମୁଖ୍ୟ ଖବର

ଆସନ୍ତାକାଲି ଶ୍ରୀଜୀଉଙ୍କ ବନକଲାଗି

4ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ଆସନ୍ତାକାଲି ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ପାଇଁ ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ। ବୁଧବାର ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏଁ ବନ୍ଦ ରହିବ ସାଧାରଣ ଦର୍ଶନ। ରାତି ୧୦ଟା ପରେ ଦର୍ଶନ ସ୍ବାଭାବିକ ହେବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

ଶ୍ରୀମନ୍ଦିର ପ୍ରଶାସନ ଓ ଦତ୍ତ ମହାପାତ୍ର ସେବକଙ୍କ ଭିତରେ ଦେଢ଼ ମାସ ଧରି ଲାଗି ରହିଥିବା ବିବାଦର ଅନ୍ତ ଘଟିବା ପରେ ଗତ ୯ ତାରିଖରେ ପ୍ରାୟ ଦେଢ଼ ମାସ ପରେ ବନକଲାଗି ହୋଇଥିଲା।

Show More

Related Articles

Back to top button