Breaking PLUSଓଡ଼ିଶାମୁଖ୍ୟ ଖବର

ଆହୁରି 4ଦିନ ଗ୍ରୀଷ୍ମପ୍ରବାହ

ଭୁବନେଶ୍ୱର- ସାରା ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଜାରି ରହିଛି। ସକାଳୁ ସକାଳୁ ଘରୁ ବାହାରିବା ମୁସ୍କିଲ ହୋଇପଡିଛି । ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ, ଆଗକୁ ଆହୁରି ବଢ଼ିବ ତାପମାତ୍ରା ଏବଂ ଭୟଙ୍କର ରୂପ ଧାରଣ କରିବ ଗ୍ରୀଷ୍ମପ୍ରବାହ। ଉପକୂଳ, ଆଭ୍ୟନ୍ତରୀଣ, ପଶ୍ଚିମ ଏବଂ ଉତ୍ତର ଓଡ଼ିଶାର ଅନେକ ଅଞ୍ଚଳରେ ତାପମାତ୍ରା ୪୫ରୁ ୪୬ଡିଗ୍ରୀ ଅତିକ୍ରମ କରିବ। ଦିନରେ ଗ୍ରୀଷ୍ମପ୍ରବାହ ଏବଂ ରାତିରେ ଗରମ ଏବଂ ଗୁଳୁଗୁଳି ଅନୁଭୂତ ହେବ। ଆଗାମୀ ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିବ। ଏଥିପାଇଁ କେତେକ ଜିଲାକୁ ରେଡ୍‌ ୱାର୍ଣ୍ଣିଂ ଜାରି କରାଯାଇଛି।

Show More

Related Articles

Leave a Reply

Your email address will not be published. Required fields are marked *

Back to top button