Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଆଜି ଆଉ 4 ଜଣଙ୍କ ଜୀବନ ନେଲା ମହାମାରୀ

ରାଜ୍ୟରେ ଧିରେ ଧିରେ କମୁଛି କରୋନା ମୃତ୍ୟୁ ସଂଖ୍ୟା । ଗତ 24 ଘଣ୍ଟାରେ ଚିକିତ୍ସାଧୀନ ଅବସ୍ଥାରେ ଆଉ 4 ଜଣଙ୍କର ମୁଣ୍ଡ ନେଇଛି ମହାମାରୀ କରୋନା ଭାଇରସ । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ରାଜ୍ୟରେ ଧିରେ ଧିରେ କମୁଛି କରୋନା ମୃତ୍ୟୁ ସଂଖ୍ୟା । ଗତ 24 ଘଣ୍ଟାରେ ଚିକିତ୍ସାଧୀନ ଅବସ୍ଥାରେ ଆଉ 4 ଜଣଙ୍କର ମୁଣ୍ଡ ନେଇଛି ମହାମାରୀ କରୋନା ଭାଇରସ । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଆଜି ମୃତ୍ୟୁବରଣ କରିଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ 1 ଜଣ , ଢେଙ୍କାନାଳ, ଗଞ୍ଜାମ, ଝାରସୁଗୁଡା ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି । ଆଜିର ଏହି ମୃତ୍ୟୁ ସଂଖ୍ୟାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁସଂଖ୍ୟା 1864କୁ ବୃଦ୍ଧି ପାଇଥିବା ଜଣାପଡିଛି ।

Show More

Related Articles

Back to top button