Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଆଜି ଆଉ ୪ଜଣଙ୍କ ଜୀବନ ନେଲା ମହାମାରୀ କରୋନା

ରାଜ୍ୟରେ ଶୁକ୍ରବାର ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୪ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ମୃତ୍ୟୁ ସଂଖ୍ୟା ୧୮୨୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ମୃତକଙ୍କ ମଧ୍ୟରେ ଭୁବନେଶ୍ୱର, ଜଗତସିଂହପୁର, କେନ୍ଦ୍ରପଡ଼ା ଓ ପୁରୀ ଜିଲାରୁ ଜଣେ ଲେଖାଏଁ ରହିଛନ୍ତି । ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ୩୨୫୫୦୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୩୦୩୯ଜଣ ସକ୍ରିୟ ମାମଲା ରହିଥିବା ବେଳେ ୩୨୦୫୮୪ଜଣ ସୁସ୍ଥ ହୋଇଛନ୍ତି । ସେହିପରି କରୋନାରେ ୧୮୨୯ ଜଣଙ୍କର ମୃତ୍ୟୁ ହୋଇଥିବା ୫୩ ଜଣଙ୍କର ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।

Show More

Related Articles

Back to top button