Breaking PLUSଦେଶ ବିଦେଶମୁଖ୍ୟ ଖବର

ଦେଶରେ ମୃତ୍ୟୁହାରରେ ଲାଗୁନି ବ୍ରେକ୍, ଗତ ୨୪ ଘଣ୍ଟା ମଧ୍ୟରେ ୪୧୨୦ ଜଣଙ୍କ ମୃତ୍ୟୁ

ଦେଶରେ କରୋନା ମୃତକ ଓ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୪୧୨୦ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୨ ଲକ୍ଷ ୫୮ ହଜାର ୩୧୭କୁ ବୃଦ୍ଧି ପାଇଛି । ଦିନକରେ ୩ ଲକ୍ଷ ୬୨ ହଜାର ୭୨୭ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି ।

ଦେଶରେ କରୋନା ମୃତକ ଓ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୪୧୨୦ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୨ ଲକ୍ଷ ୫୮ ହଜାର ୩୧୭କୁ ବୃଦ୍ଧି ପାଇଛି । ଦିନକରେ ୩ ଲକ୍ଷ ୬୨ ହଜାର ୭୨୭ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି । ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨ କୋଟି ୩୭ ଲକ୍ଷ ୩ ହଜାର ୬୬୫କୁ ବୃଦ୍ଧି ପାଇଛି । ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୩୭ ଲକ୍ଷ ୧୦ ହଜାର ୫୨୫ ଜଣ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୧ କୋଟି ୯୭ ଲକ୍ଷ ୩୪ ହଜାର ୮୨୩ ରେ ପହଞ୍ଚିଛି । ୧୭ କୋଟି ୭୨ ଲକ୍ଷ ୧୪ ହଜାର ୨୫୬ ଜଣ ବର୍ତ୍ତମାନ ସୁଦ୍ଧା ଟିକା ନେଇଛନ୍ତି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Show More

Related Articles

Back to top button