Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରୁ ଆଜି ଆଉ 5 ଜଣଙ୍କ ଜୀବନ ନେଲା ମହାମାରୀ କରୋନା

ରାଜ୍ୟରେ କମୁଛି କରୋନା ମୃତ୍ୟୁ ସଂଖ୍ୟା । ପ୍ରତିଦିନ ରାଜ୍ୟରେ ଜୀବନ ନେଉଛି କରୋନା  । ଗତ 24 ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ 5 ଜଣଙ୍କ ମୁଣ୍ଡ ନେଇଛି ମହାମାରୀ କରୋନା ଭାଇରସ । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଆଜି ମୃତ୍ୟୁବରଣ କରିଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋଦ୍ଧାରୁ 3 ଓ ନୂଆପଡା ଜିଲାରୁ  2 ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି  । ଆଜିର ଏହି ମୃତ୍ୟୁ ସଂଖ୍ୟାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁସଂଖ୍ୟା 1782 କୁ ବୃଦ୍ଧି ପାଇଥିବା ଜଣାପଡିଛି  ।

Show More

Related Articles

Back to top button