Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧ ହଜାର ଅତିକ୍ରମ କରିଥିବା ବେଳେ ରାଜ୍ୟରେ ୫ ଜଣ କରୋନା ଆକ୍ରାନ୍ତ ବୁଧବାର ଚିହ୍ନଟ ହୋଇଛନ୍ତି । ଭୁବନେଶ୍ୱରରୁ ୪ ଓ ଖୋର୍ଦ୍ଧାରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ୪ ଜଣ ପୁରୁଷ ଓ ଜଣେ ମହିଳା ଅଛନ୍ତି । କରୋନାକୁ ନେଇ ସ୍ଥିତି ଉପରେ ନଜର ରଖାଯିବା ସହ ଏବେ ସ୍ଥିତି ନିୟନ୍ତ୍ରଣରେ ରହିଛି ବୋଲି ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ମିଳିଛି ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button