Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ 5ପଜିଟିଭ ଚିହ୍ନଟ

ଭୁବନେଶ୍ୱର, 2 ଜାନୁୟାରୀ -ରାଜ୍ୟରେ ଦିନକରେ ଆଉ ୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । 24ଘଣ୍ଟାରେ୨୯୫ ଜଣଙ୍କ କୋଭିଡ୍ ପରୀକ୍ଷା ହୋଇଥିଲା । ସେମାନଙ୍କ ମଧ୍ୟରୁ ୫ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ସକ୍ରିୟ କରୋନା ରୋଗୀ ସଂଖ୍ୟା ୨୪କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଦେଇଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର ।

Show More

Related Articles

Back to top button