Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଆଜି 5 କୋରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର, 31 ଡିସେମ୍ବର – ରାଜ୍ୟରେ ଆଉ ୫ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସକ୍ରିୟ ଆକ୍ରାନ୍ତ ସଂଖ୍ୟା ୧୮କୁ ବୃଦ୍ଧି ପାଇଛି । ସେହିପରି ଜଣେ ସୁସ୍ଥ ହୋଇଥିବା ସୂଚନା ମିଳିଛି । ଅନ୍ୟପଟେ ଦେଶରେ ଅନ୍ୟ ସ୍ଥାନରେ କୋଭିଡ ବଢୁଥିବାରୁ ରାଜ୍ୟବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି । ବିଶେଷ କରି ନୂଆବର୍ଷ ଗହଳି, ଜିରୋ ନାଇଟ୍ ସେଲିବ୍ରେସନ ଠାରୁ ଦୂରେଇ ରହିବାକୁ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି ।

Show More

Related Articles

Back to top button