Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଆଉ ୫ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର, 3 ଜାନୁୟାରୀ – ରାଜ୍ୟରେ ଆଉ ୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି । ଗତ 24ଘଣ୍ଟାରେ ୩୧୯ ସାମ୍ପଲ ଟେଷ୍ଟରୁ ୫ ପଜିଟିଭ ଚିହ୍ନଟ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ସକ୍ରିୟ ଆକ୍ରାନ୍ତ ସଂଖ୍ୟା ୨୭କୁ ବୃଦ୍ଧି ପାଇଛି ।

Show More

Related Articles

Back to top button