Breaking PLUSଓଡ଼ିଶାଦେଶମୁଖ୍ୟ ଖବର

ଯବାନଙ୍କ ଗୁଳିରେ 5 ମାଓବାଦୀ ନିହତ

ଛତିଶଗଡ଼ରେ କୋମ୍ବିଂ ଅପରେସନ ବେଳେ ଯବାନଙ୍କ ଗୁଳିରେ ନିପାତ ହୋଇଛନ୍ତି ୫ ମାଓବାଦୀ। ଛତିଶଗଡ଼ର କାଙ୍କେର-ନାରାୟଣପୁର ସୀମାନ୍ତ ଜଙ୍ଗଲରେ ଶନିବାର ଏହି ଗୁଳିବିନିମୟ ଘଟିଛି। ଘଟଣାସ୍ଥଳରେ ଯବାନମାନେ ଏକ ମାଓବାଦୀ ଶିବିର ଠାବ କରିବା ସହିତ ସେଠାରୁ ବିପୁଳ ପରିମାଣରେ ଅସ୍ତ୍ରଶସ୍ତ୍ର ଏବଂ ପୋଷାକ ଜବତ କରିଛନ୍ତି। ଅପରାହ୍ନ ସୁଦ୍ଧା ଜଙ୍ଗଲରେ କମ୍ବିଂ ଅପରେସନ ଜାରି ରହିଛି। ଏହି ଘଟଣାରେ ୨ ଜଣ ଯବାନ ଗୁରୁତର ଆହତ ହୋଇଛନ୍ତି।

Show More

Related Articles

Back to top button