Breaking PLUSଓଡ଼ିଶାମୁଖ୍ୟ ଖବର

ଶ୍ରୀମନ୍ଦିର ଖୋଲିବା ପୂର୍ବରୁ ପୁରୀ ଯାଇ ସ୍ଥିତି ଅନୁଧ୍ୟାନ କଲେ ୫-ଟି ସଚିବ ଭିକେ ପାଣ୍ଡିଆନ

ଶ୍ରୀମନ୍ଦିର ଖୋଲିବା ପୂର୍ବରୁ ପୁରୀ ଯାଇ ସ୍ଥିତି ଅନୁଧ୍ୟାନ କରୁଛନ୍ତି ୫-ଟି ସଚିବ ଭିକେ ପାଣ୍ଡିଆନ। ଆସନ୍ତା ୨୩ ତାରିଖରୁ ପୁରୀ ଜଗନ୍ନାଥ ମନ୍ଦିର ଖୋଲୁଥିବା ବେଳେ ଶ୍ରୀମନ୍ଦିରରେ ଦର୍ଶନ ବ୍ୟବସ୍ଥା ଓ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି ୫-ଟି ସଚିବ ଭି. କେ. ପାଣ୍ଡିଆନ।

ଶ୍ରୀମନ୍ଦିର ଖୋଲିବା ପୂର୍ବରୁ ପୁରୀ ଯାଇ ସ୍ଥିତି ଅନୁଧ୍ୟାନ କରୁଛନ୍ତି ୫-ଟି ସଚିବ ଭିକେ ପାଣ୍ଡିଆନ। ଆସନ୍ତା ୨୩ ତାରିଖରୁ ପୁରୀ ଜଗନ୍ନାଥ ମନ୍ଦିର ଖୋଲୁଥିବା ବେଳେ ଶ୍ରୀମନ୍ଦିରରେ ଦର୍ଶନ ବ୍ୟବସ୍ଥା ଓ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି ୫-ଟି ସଚିବ ଭି. କେ. ପାଣ୍ଡିଆନ। ତାଙ୍କ ସହ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ କୁମାର, ଉନ୍ନୟନ କମିସନର ସୁରେଶ ମହାପାତ୍ର, ପୁରୀ ଜିଲ୍ଲାପାଳ ଓ ଏସପି ମଧ୍ୟ ଉପସ୍ଥିତ ଥିଲେ।

ଏହାଛଡ଼ା ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ବିକାଶ ଓ ହେରିଟେଜ୍ କରିଡରର ଉନ୍ନତିକରଣ କାର୍ଯ୍ୟ ବୁଲି ଦେଖିଛନ୍ତି। ଶ୍ରଦ୍ଧାଳୁଙ୍କ ପାଇଁ ମନ୍ଦିର ଖୋଲୁଥିବାରୁ ମନ୍ଦିର ଚାରିପଟ ଓ ଐତିହ୍ୟସ୍ଥଳର ସଫେଇ କାର୍ଯ୍ୟ ତ୍ୱରାନ୍ୱିତ କରିବାକୁ କୁହାଯାଇଛି। ଏହାଛଡ଼ା ୨୦ ମିଟର ଚଉଡ଼ା ବିଶିଷ୍ଟ ଆଉଟର ରିଙ୍ଗରୋଡ଼ ନିର୍ମାଣ କାର୍ଯ୍ୟ ଅଗ୍ରଗତି ନେଇ ମଧ୍ୟ ସମୀକ୍ଷା କରିଛନ୍ତି ୫-ଟି ସଚିବ ।

Show More

Related Articles

Back to top button