ଓଡ଼ିଶାଦେଶମୁଖ୍ୟ ଖବର

ପୁରୀ ଗସ୍ତରେ 5T ସଚିବ ଭି.କେ ପାଣ୍ଡିଆନ

ପୁରୀ: ପୁରୀ ଗସ୍ତରେ ଯାଇଛନ୍ତି 5T ସଚିବ ଭି.କେ ପାଣ୍ଡିଆନ । ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି 5T ସଚିବ । ବେଢ଼ା ପରିକ୍ରମା ସହ ବିଭିନ୍ନ ଦେବାଦେବୀଙ୍କୁ ମଧ୍ୟ ଦର୍ଶନ କରିଛନ୍ତି । ଏଥିସହ ସେବାୟତଙ୍କ ସହ ଶ୍ରୀମନ୍ଦିର ଉନ୍ନତିକରଣକୁ ନେଇ ମଧ୍ୟ ଆଲୋଚନା କରିଥିବା ସୂଚନାମିଳିଛି । ଏହି ଅବସରରେ ତାଙ୍କ ପତ୍ନୀ ତଥା ମିଶନ ଶକ୍ତିର କମିଶନର ସୁଜାତା ଆର କାର୍ତ୍ତିକେୟନ ମଧ୍ୟ ମହାପ୍ରଭୁ ଶ୍ରୀଜରନ୍ନାଥଙ୍କୁ ଦର୍ଶନ କରିଛନ୍ତି ।

Show More

Related Articles

Back to top button