Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଗତ 24 ଘଣ୍ଟା ମଧ୍ୟରେ 644 ଜଣ ନୂଆ କରୋନା ଆକ୍ରାନ୍ତ ରୋଗୀ ଚିହ୍ନଟ

ଓଡିଶାରେ କମୁଛି କରୋନା ଆକ୍ରାନ୍ତ ଚିହ୍ନଟ ସଂଖ୍ୟା  । ଆଜି ରାଜ୍ୟର 30 ଟି ଜିଲ୍ଲା ଓ ଷ୍ଟେଟ୍ ଫୁଲ୍‌ରୁ ଆଉ 644 ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି  । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି  ।

ଓଡିଶାରେ କମୁଛି କରୋନା ଆକ୍ରାନ୍ତ ଚିହ୍ନଟ ସଂଖ୍ୟା  । ଆଜି ରାଜ୍ୟର 30 ଟି ଜିଲ୍ଲା ଓ ଷ୍ଟେଟ୍ ଫୁଲ୍‌ରୁ ଆଉ 644 ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି  । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି  ।

ରାଜ୍ୟରୁ ଗତ 24 ଘଣ୍ଟାରେ ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ 371 ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରର ଏବଂ ଅନ୍ୟ 273 ଜଣ ସ୍ଥାନୀୟ ସଂକ୍ରମିତ ଅଛନ୍ତି । ରାଜ୍ୟରେ ଏ ପର୍ଯ୍ୟନ୍ତ  5330938  କରୋନା ନମୁନା ପରୀକ୍ଷଣ କରାଯାଇଛି । ଏଯାଏଁ ରାଜ୍ୟରେ କରୋନା ଆକ୍ରାନ୍ତ ଚିହ୍ନଟ  ସଂଖ୍ୟା 310052 ରେ ପହଞ୍ଚିଛି  ।  299159 ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି  । 9280 ଜଣ ବିଭିନ୍ନ କୋଭିଡ୍ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି  ।

Show More

Related Articles

Back to top button