Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ସୁସ୍ଥ ହେଲେ ଆଉ ୬୪୬ କରୋନା ଆକ୍ରାନ୍ତ

ରାଜ୍ୟରେ ସୁସ୍ଥ ହେଲେ ଆଉ ୬୪୬ କରୋନା ଆକ୍ରାନ୍ତ । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୮୭ ଜଣ ସୁସ୍ଥ ହୋଇଛନ୍ତି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୦ ହଜାର ୮୨୯ରେ ପହଂଚିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Show More

Related Articles

Back to top button