ଓଡ଼ିଶାଜୀବନଚର୍ଯ୍ୟାମୁଖ୍ୟ ଖବରସ୍ୱତନ୍ତ୍ରସ୍ୱାସ୍ଥ୍ୟ

୨୪ ଘଣ୍ଟା ମଧ୍ୟରେ ୮ କରୋନା ପଜିଟିଭ୍ ଚିହ୍ନଟ

ରାଜ୍ୟରେ କରୋନା ଗ୍ରାଫରେ କ୍ରମଶଃ ହ୍ରାସ ଘଟିବାରେ ଲାଗିଛି ।

ଭୁବନେଶ୍ଵର, ୨୦/୦୪ : ରାଜ୍ୟରେ କରୋନା ଗ୍ରାଫରେ କ୍ରମଶଃ ହ୍ରାସ ଘଟିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ଜଣେ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

Show More

Related Articles

Back to top button