Breaking PLUSଓଡ଼ିଶାମୁଖ୍ୟ ଖବର

9 ମାଓବାଦୀ ଆତ୍ମସମର୍ପଣ

ବୌଦ୍ଧ- ବୌଦ୍ଧ ପୁଲିସକୁ ବଡ ସଫଳତା ମିଳିଛି। କିଛି ଦିନ ମଧ୍ୟରେ ଲଗାତାର ଭାବରେ ବୌଦ୍ଧ କନ୍ଧମାଳ ସୀମାନ୍ତ ଜଙ୍ଗଲରେ ପୁଲିସ ଏସଓଜି ଓ ବିଏସଏଫ ପକ୍ଷରୁ ସର୍ଚ୍ଚ ଅପରେସନ ଜାରି ରହିଛି। ଏହାରି ମଧ୍ୟରେ ଆଜି ଦକ୍ଷିଣାଞ୍ଚଳ ଆଇଜିଙ୍କ ନିକଟରେ ୯ଜଣ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଆତ୍ମସମର୍ପଣ କରିଥିବା ୯ ମାଓବାଦୀଙ୍କ ମଧ୍ୟରୁ ଦୁଇ ଜଣ ମହିଳା ରହିଛନ୍ତି। ସମସ୍ତ ମାଓବାଦୀ ଛତିଶଗଡ ରାଜ୍ୟ ଦାନ୍ତେୱ୍ବାଡ଼ା ଜିଲ୍ଲା ବୋଲି ଜଣାପଡିଛି । ଏମାନେ ସମସ୍ତେ କେକେବିଏନ୍ ସହ ଜଡିତ ଥିଲେ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button