Breaking PLUSଓଡ଼ିଶାମୁଖ୍ୟ ଖବର

ଆଜି ରାଜ୍ୟ କ୍ୟାବିନେଟ ଓ ମନ୍ତ୍ରୀ ପରିଷଦର ଗୁରୁତ୍ୱପୂର୍ଣ୍ଣ ବୈଠକ

ରାଜ୍ୟ କ୍ୟାବିନେଟ ଓ ମନ୍ତ୍ରୀ ପରିଷଦର ଗୁରୁତ୍ୱପୂର୍ଣ୍ଣ ବୈଠକ ମଙ୍ଗଳବାର ଦିନ ଅନୁଷ୍ଠିତ ହେବାକୁ ଯାଉଛି।

ରାଜ୍ୟ କ୍ୟାବିନେଟ ଓ ମନ୍ତ୍ରୀ ପରିଷଦର ଗୁରୁତ୍ୱପୂର୍ଣ୍ଣ ବୈଠକ ମଙ୍ଗଳବାର ଦିନ ଅନୁଷ୍ଠିତ ହେବାକୁ ଯାଉଛି।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଉଭୟ ବୈଠକ ଲୋକସେବା ଭବନରେ ଆଜି ଅପରାହ୍ନରେ ବସିବାକୁ ଯାଉଛି।

୨୦୨୧-୨୨ ଆର୍ଥିକ ବର୍ଷ ବଜେଟକୁ ମନ୍ତ୍ରୀ ପରିଷଦ ବୈଠକରେ ଅନୁମୋଦନ କରାଯିବାର ସମ୍ଭାବନା ରହିଛି । ଏଥିସହିତ ୨୫ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଆସିପାରେ।

Show More

Related Articles

Back to top button