Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ବେକାବୁ କରୋନା, ଗତ ୨୪ ଘଣ୍ଟା ମଧ୍ୟରେ ୧୭୪୧ ଜଣ ଆକ୍ରାନ୍ତ ଚିହ୍ନଟ

ଗତ ୨୪ ଘଣ୍ଟାରେ ରାଜ୍ୟରୁ ୧୭୪୧ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୦୧୫ଟି ମାମଲା ଆସିଥିବା ବେଳେ ସ୍ଥାନୀୟ ସଂକ୍ରମଣ ହେଉଛି ୭୨୬ଟି । ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୨୬୮ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

୩୦ ଜିଲ୍ଲା ଓ ଷ୍ଟେଟପୁଲରୁ ଏହି କରୋନା ସଂକ୍ରମଣ ମାମଲା ଚିହ୍ନଟ ହୋଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟ୍ବିଟ୍ କରାଯାଇଛି।

Show More

Related Articles

Back to top button