Breaking PLUSଓଡ଼ିଶାମୁଖ୍ୟ ଖବର
ରଥଯାତ୍ରା ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ପବିତ୍ର ରଥଯାତ୍ରା ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଶାବାସୀଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଜଣାଇଛନ୍ତି। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ପବିତ୍ର ରଥଯାତ୍ରା ଉପଲକ୍ଷେ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା ଜ୍ଞାପନ କରିବା ସହ । ଚତୁର୍ଦ୍ଧାମୂର୍ତ୍ତିଙ୍କ ଅପାର କରୁଣାରୁ କୋଭିଡ ସଙ୍କଟ ଶୀଘ୍ର ଦୂର ହେଉ ବୋଲି କାମନା କରିଛନ୍ତି

ପବିତ୍ର ରଥଯାତ୍ରା ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଶାବାସୀଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଜଣାଇଛନ୍ତି। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ପବିତ୍ର ରଥଯାତ୍ରା ଉପଲକ୍ଷେ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା ଜ୍ଞାପନ କରିବା ସହ । ଚତୁର୍ଦ୍ଧାମୂର୍ତ୍ତିଙ୍କ ଅପାର କରୁଣାରୁ କୋଭିଡ ସଙ୍କଟ ଶୀଘ୍ର ଦୂର ହେଉ ବୋଲି କାମନା କରିଛନ୍ତି । ସମସ୍ତଙ୍କ ସୁଖ, ସମୃଦ୍ଧି ଓ ମଙ୍ଗଳମୟ ଜୀବନ ପାଇଁ ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରିବା ସହ ଗତ ୨୪ ବର୍ଷ ହେଲା ବିଜୁ ଜନତା ଦଳ ଓଡ଼ିଶାବାସୀଙ୍କ ଆଶା ଓ ବିଶ୍ବାସର ପ୍ରତୀକ ହୋଇଛି । ମହିଳା, ଯୁବ, ଛାତ୍ର, ଚାଷୀ, ଶ୍ରମିକ, ଗରିବ, ଅନୁସୂଚିତ ଜାତି ଓ ଜନଜାତି, ସଂଖ୍ୟାଲଘୁ ସମ୍ପ୍ରଦାୟ, ଅନ୍ୟାନ୍ୟ ପଛୁଆ ବର୍ଗ ସମସ୍ତଙ୍କ ବିପୁଳ ସମର୍ଥନ ପାଇ ଆଜି ଦଳରେ କୋଟିଏରୁ ଅଧିକ ସଦସ୍ୟ ସାମିଲ ହୋଇଛନ୍ତି ।