Breaking PLUSଦେଶ ବିଦେଶମୁଖ୍ୟ ଖବର
ଦେଶରେ ଗତ ୨୪ ଘଣ୍ଟାରେ ୪୦ ହଜାର ୧୩୪ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ
ଗତ ୨୪ ଘଣ୍ଟାରେ ଦେଶରେ ୪୦ ହଜାର ୧୩୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୨୨ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୧୭ ଲକ୍ଷ ୨ ହଜାର ୫୬୫ ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ଦେଶରେ ୪୦ ହଜାର ୧୩୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୨୨ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୧୭ ଲକ୍ଷ ୨ ହଜାର ୫୬୫ ରେ ପହଞ୍ଚିଛି।
ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୨୪ ହଜାର ୭୭୩ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୮ ଲକ୍ଷ ୫୭ ହଜାର ୪୬୭ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୪ ଲକ୍ଷ ୧୩ ହଜାର ୭୧୮ ଆକ୍ଟିଭ୍ କେସ୍ ରହିଛି।