ଦେଶ ବିଦେଶମୁଖ୍ୟ ଖବର

ଦେଶରେ ଶେଷ ୨୪ଘଣ୍ଟାରେ ଚିହ୍ନଟ ହେଲେ ୧୮ ହଜାରରୁ ଅଧିକ କରୋନା ପଜିଟିଭ୍

ଦେଶରେ କରୋନା ସଂକ୍ରମଣ ଧିରେ ଧିରେ କମୁଛି ।

୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୨୦ ହଜାର ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୧୮୮୮୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଯାହାକି ଦେଶରେ ୨୦୩ ମଧ୍ୟରେ ସବୁଠୁ ସଂଖ୍ୟା କମ୍ । ଏବେ ଦେଶରେ ୨୪୬୬୮୭ ସକ୍ରିୟ ମାମଲା ରହିଛି । ୨୦୨୦ ପରେ ଏହା ସବୁଠୁ କମ୍ କେସ୍ ।

Show More

Related Articles

Back to top button