Breaking PLUSଓଡ଼ିଶାମୁଖ୍ୟ ଖବର
18ରେ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର!
ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ

ଅଗଷ୍ଟ ୧୮ ତାରିଖ ଆଡ଼କୁ ଉତ୍ତର ବଙ୍ଗୋପସାଗର ଉପରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା କଥା ଆଜି ଭାରତୀୟ ପାଣିପାଗ ବିଭାଗ ସୂଚନା ଦେଇଛି। ଭାରତୀୟ ପାଣିପାଗ ବିଭାଗ କହିଛି, ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଓ ତତ୍ସଂଲଗ୍ନ ଅଞ୍ଚଳରର ୪.୫ ଓ ୭.୬ କିଲୋମିଟର୍ ଉଚ୍ଚରେ ଏକ ଘୂର୍ଣ୍ଣିବଳୟ ସମୁଦ୍ରପତ୍ତନ ହିସାବରେ ଦକ୍ଷିଣଆଡ଼କୁ ଅଣେଇ ହୋଇ ରହିଛି। ଏହାର ପ୍ରଭାବରେ ଅଗଷ୍ଟ ୧୮ ତାରିଖ ଶୁକ୍ରବାର ଆଡ଼କୁ ଉତ୍ତର ବଙ୍ଗୋପସାଗର ଉପରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଅଛି।