Breaking PLUSଓଡ଼ିଶାଦେଶମୁଖ୍ୟ ଖବର

ଆସୁଛି ଆଉ ଏକ ଲଘୁଚାପ, 3ରେ ଘୂର୍ଣ୍ଣିବଳୟ

ଭୁବନେଶ୍ୱର : ଆସୁଛି ଆଉ ଏକ ଲଘୁଚାପ। ଆସନ୍ତା ୩ ତାରିଖରେ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ। ପରବର୍ତ୍ତୀ ୪୮ ଘଣ୍ଟାରେ ଏହା ଲଘୁଚାପ କ୍ଷେତ୍ରର ରୂପ ନେବାର ସମ୍ଭାବନା ରହିଛି। ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା ନେଇ ଆଜି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆସନ୍ତା ୫ ତାରିଖ ବେଳକୁ ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି।

ଅନ୍ୟପଟେ ନିଅଣ୍ଟିଆ ବର୍ଷା ଯୋଗୁ ରାଜ୍ୟରେ ମରୁଡି ପରିସ୍ଥିତି ଦେଖାଦେଇଛି । ଚାେୀକୂଳ ହତାଶ ହୋଇପଡିଛନ୍ତି । ତେବେ ଏହି ବର୍ଷା ଚାଷୀଙ୍କ ମଧ୍ୟରେ ଆଶ୍ୱସ୍ତି ଆଣିପାରେ ।

Show More

Related Articles

Back to top button