Breaking PLUSଓଡ଼ିଶାମୁଖ୍ୟ ଖବର

17ରୁ ଅସହ୍ୟ ତାତି

ଭୁବନେଶ୍ବର- ରାଜ୍ୟକୁ ଫେରିବ ତାତି । ଏନେଇ ସୂଚନା ଦେଇଛନ୍ତି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦ୍ଦେଶିକା ମନୋରମା ମହାନ୍ତି ଓ ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ । ସୂଚନା ଅନୁଯାୟୀ, ଆଗାମୀ ୧୭ରୁ ୨୦ ତାରିଖ ଯାଏ ସାଙ୍ଘାତିକ ସ୍ଥିତି ରହିବ। ଏହି ସମୟରେ ଆଭ୍ୟନ୍ତରୀଣ ଓଡ଼ିଶାରେ ୧୫ ଡିଗ୍ରି ଯାଏଁ ତାପମାତ୍ରା ବଢ଼ିବ।୪୩ ରୁ ୪୫ ଡିଗ୍ରି ଛୁଇଁବ ତାପମାତ୍ରା। ଅସହ୍ୟ ପାଣିପାଗ ସ୍ଥିତି ସୃଷ୍ଟି ହେବ। ଏହା ଶରୀର ପାଇଁ ଘାତକ ହୋଇପାରେ ବୋଲି ପାଣିପାଗ ବିଜ୍ଞାନ କେନ୍ଦ୍ର ସତର୍କ କରାଇଛି।

Show More

Related Articles

Back to top button