Breaking PLUSଓଡ଼ିଶାମୁଖ୍ୟ ଖବର

ଏଥର ମୌସୁମୀରେ ଅଧିକ ବର୍ଷିବ

ଭୁବନେଶ୍ୱର – ଏଥର ମୌସୁମୀରେ ଭଲ ବର୍ଷିବ । ମୌସୁମୀରେ ସ୍ୱାଭାବିକ ଠାରୁ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ସୋମବାର ସାମ୍ବାଦିକ ସମ୍ମିଳନୀରେ ଭାରତୀୟ ପାଣିପାଗ ବିଭାଗ ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି। ଜୁନ୍ ରୁ ସେପ୍ଟେମ୍ବର ଯାଏଁ ୧୦୬ ପ୍ରତିଶତ ବର୍ଷା ହେବାର ସମ୍ଭାବନା ରହିଛି। ମୌସୁମୀ ପ୍ରାରମ୍ଭରେ ଏଲ୍-ନିନୋ କ୍ରମେ ଦୁର୍ବଳ ହେବାର ସମ୍ଭାବନା ରହିଛି। ମୌସୁମୀ ଦ୍ୱିତୀୟାର୍ଦ୍ଧରେ ଲା-ନିନା ସକ୍ରିୟ ହେବା ଆକଳନ କରାଯାଉଛି।

Show More

Related Articles

Back to top button