Breaking PLUSଓଡ଼ିଶାମୁଖ୍ୟ ଖବରରାଜନୀତି
କଂଗ୍ରେସ ଛାଡ଼ିଲେ ନୀଳଗିରିର ପୂର୍ବତନ ବିଧାୟକ ଚିତ୍ତରଞ୍ଜନ ଷଡ଼ଙ୍ଗୀ

ଭୁବନେଶ୍ୱର- କଂଗ୍ରେସ ଛାଡ଼ିଲେ ନୀଳଗିରିର ପୂର୍ବତନ ବିଧାୟକ ଚିତ୍ତରଞ୍ଜନ ଷଡ଼ଙ୍ଗୀ । ଶ୍ରୀକାନ୍ତ ଜେନାଙ୍କ ନାଁରେ ଦୁର୍ବ୍ୟବହାର ଅଭିଯୋଗ ଆଣି ଦଳ ଛାଡ଼ିଲେ ଚିତ୍ତରଂଜନ । ସେ ଏବେ ବାଲେଶ୍ବର ସାଂସଦ ପ୍ରାର୍ଥୀ ଭାବେ ନିର୍ବାଚନ ଲଢ଼ିବାକୁ ଘୋଷଣା କରିଛନ୍ତି ।୧୯୯୦ରେ ସ୍ୱାଧୀନ ଭାବେ ନିର୍ବାଚନ ଲଢ଼ି ବିଧାୟକ ନିର୍ବାଚିତ ହୋଇଥିଲେ । ୨୦୧୫ରେ କଂଗ୍ରେସରେ ସାମିଲ୍ ହୋଇଥିଲେ ଚିତ୍ତରଞ୍ଜନ ।