Breaking PLUSଓଡ଼ିଶାମୁଖ୍ୟ ଖବରରାଜନୀତି

ମେ 17ରେ ଓଡ଼ିଶା ଆସିବେ ହେମାମାଳିନୀ

ଭୁବନେଶ୍ୱର- ମେ’ ୧୭ରେ ଓଡିଶା ଆସିବେ ବଲିଉଡ୍ ଅଭିନେତ୍ରୀ ହେମାମାଳିନୀ। ୧୭ ତାରିଖରେ ସେ ଓଡିଶା ଆସିବା ସହ ୩ଟି ସ୍ଥାନରେ ପ୍ରଚାର କରିବାର କାର୍ଯ୍ୟକ୍ରମ ରହିଛି। ହେମାମାଳିନୀ ଉତ୍ତର ଭୁବନେଶ୍ୱର ଓ କଟକ କିଶନ ନଗର ସଭାରେ ଯୋଗ ଦେବାର ମଧ୍ୟ କାର୍ଯ୍ୟକ୍ରମ ରହିଛି। ଏହାସହ ପିପିଲିରେ ରୋଡ୍ ଶୋ’ କରିବେ। ଏନେଇ ବିଜେପି ରାଜ୍ୟ ଉପସଭାପତି ଗୋଲକ ମହାପାତ୍ରଙ୍କ ପକ୍ଷରୁ ସୂଚନା ମିଳିଛି।

Show More

Related Articles

Back to top button