Breaking PLUSଓଡ଼ିଶାମୁଖ୍ୟ ଖବର
ବିଜେଡିରୁ ବହିଷ୍କୃତ ସସ୍ମିତା ମାଝୀ ଗିରଫ

ଭୁବନେଶ୍ୱର – ମାଲକାନଗିରି ବିଜେଡିରୁ ବହିଷ୍କୃତ ସସ୍ମିତା ମାଝୀ ଗିରଫ । ମାଥିଲି-୩ ଜିଲ୍ଲା ପରିଷଦ ସଭ୍ୟା ସସ୍ମିତା ମାଝୀଙ୍କୁ ଜଗତସିଂହପୁରରୁ ଗିରଫ କରିଛି ମାଥିଲି ପୋଲିସ । ଚାକିରି ଦେବା ନାଁରେ ଠକେଇ ଅଭିଯୋଗରେ ଗିରଫ କରାଯାଇଛି । ୨ ଦିନ ତଳେ ବିଜେଡିରୁ ବହିଷ୍କାର ହୋଇଥିଲେ ସସ୍ମିତା ମାଝୀ ।