Breaking PLUSଓଡ଼ିଶାମୁଖ୍ୟ ଖବର

ଡାକ୍ତର ଲୁସି ଦାସ ଏସସିବିର ନୂଆ ଅଧ୍ୟକ୍ଷ

କଟକ- ବରିଷ୍ଠ ସ୍ତ୍ରୀ ଓ ପ୍ରସୂତି ରୋଗ ବିଶେଷଜ୍ଞ ପ୍ରଫେସର ଡାକ୍ତର ଲୁସି ଦାସଙ୍କୁ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ (ଏସସିବି)ର ଅଧ୍ୟକ୍ଷ ଭାବରେ ନିଯୁକ୍ତି ଦିଆଯାଇଛି। ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଡାକ୍ତର ଦାସଙ୍କ ନିଯୁକ୍ତି ସଂକ୍ରାନ୍ତ ବିଜ୍ଞପ୍ତି ଶନିବାର ପ୍ରକାଶ ପାଇଛି। ପ୍ରଫେସର ଦାସ ସମ୍ପ୍ରତି ଏସ୍‌ସିବିରେ କାର୍ଯ୍ୟରତ ଅଛନ୍ତି। ପୂର୍ବରୁ ସେ ଏସ୍‌ସିବି ମେଡିକାଲ କଲେଜ ଓ ହସ୍ପିଟାଲର ଅଧୀକ୍ଷକ ଭାବେ କାର୍ଯ୍ୟ କରିଥିଲେ।

Show More

Related Articles

Back to top button