Breaking PLUSଓଡ଼ିଶାମୁଖ୍ୟ ଖବର

କାଲି ଶ୍ରୀମନ୍ଦିରରେ ବାମନ ଜନ୍ମ ନୀତି

ପୁରୀ- ରବିବାର ଭାଦ୍ରବ ଶୁକ୍ଳ ଦ୍ଵାଦଶୀ ତିଥି । ଆସନ୍ତାକାଲି(ରବିବାର) ଶ୍ରୀମନ୍ଦିରରେ ବାବନ ଜନ୍ମ ନୀତି ଅନୁଷ୍ଠିତ ହେବ। ମଧ୍ୟାହ୍ନ ଧୂପ ସରିବା ପରେ ନୀତିକାନ୍ତି କରାଯିବ। ତେଣୁ ଅପରାହ୍ନ ୫ଟାଠାରୁ ରାତି ୮ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।

Show More

Related Articles

Back to top button