Breaking PLUSଓଡ଼ିଶାମୁଖ୍ୟ ଖବର
ଘରୋଇ ଇଞ୍ଜିନିୟରିଂ କଲେଜରେ ଝାଡ଼ଖଣ୍ଡ ଛାତ୍ରଙ୍କ ମୃତ୍ୟୁ ଘଟଣା
ନିରପେକ୍ଷ ତଦନ୍ତ ପାଇଁ ରାଜଭବନ ପକ୍ଷରୁ ଅନୁରୋଧ

ଭୁବନେଶ୍ୱର- ଏକ ଘରୋଇ ଇଞ୍ଜିନିୟରିଂ କଲେଜରେ ଝାଡ଼ଖଣ୍ଡ ଛାତ୍ରଙ୍କ ମୃତ୍ୟୁ ଘଟଣା । ସନ୍ଦେହଜନକ ମୃତ୍ୟୁର ନିରପେକ୍ଷ ତଦନ୍ତ ପାଇଁ ରାଜଭବନ ପକ୍ଷରୁ ଅନୁରୋଧ କରାଯାଇଛି । ତଦନ୍ତ ପାଇଁ ରାଜ୍ୟ ସରକାରଙ୍କୁ ରାଜଭବନ ପକ୍ଷରୁ ଅନୁରୋଧ କରାଗଲା । ତଦନ୍ତ କରି ବିହିତ ପଦକ୍ଷେପ ନେବାକୁ ରାଜଭବନ ପକ୍ଷରୁ ଅନୁରୋଧ । ଗତ ୧୦ରେ ଜାଗମରା ସ୍ଥିତ ଘରୋଇ କଲେଜରେ ନାଁ ଲେଖାଇଥିଲେ ଛାତ୍ର । ନାମଲେଖାର ମାତ୍ର ୩ ଦିନ ପରେ ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଥିଲା ।