Breaking PLUSଓଡ଼ିଶାମୁଖ୍ୟ ଖବର

ଭଦ୍ରକ ଜିଲ୍ଲାରେ ଶାନ୍ତିଶୃଙ୍ଖଳା ଫେରାଇବା ଲକ୍ଷ୍ୟରେ ସୋସିଆଲ୍‌ ମିଡିଆ ମନା

ଭୁବନେଶ୍ୱର- ଧାମନଗରରେ ମଧ୍ୟ ଉତ୍ତେଜନାମୂଳକ ସ୍ଥିତି ଥିବାରୁ ଧାମନଗର ବିଜ୍ଞାପିତ ଅଞ୍ଚଳ ପରିଷଦ, ଦୋବଲ ଓ ଏହାର ଆଖପାଖ ଅଞ୍ଚଳରେ ଅନିର୍ଦ୍ଦିଷ୍ଟ କାଳ ପାଇଁ ୧୬୩ ଧାରା ଜାରି ହୋଇଛି ।

ଭଦ୍ରକ ଜିଲ୍ଲାରେ ଶାନ୍ତିଶୃଙ୍ଖଳା ଫେରାଇବା ଲକ୍ଷ୍ୟରେ ସୋସିଆଲ୍‌ ମିଡିଆ ମନା । ସେପ୍ଟେମ୍ବର ୩୦ ରାତି ୨ଟା ପର୍ଯ୍ୟନ୍ତ ଲାଗୁ ହେଲା କଟକଣା  । ହ୍ବାଟ୍ସଆପ୍‌, ଫେସବୁକ୍‌, ଏକ୍ସ, ଇନଷ୍ଟାଗ୍ରାମ୍‌, ସ୍ନାପଚାଟ୍‌ ଆଦି ମନା  । ଇଣ୍ଟରନେଟ୍‌ ଜରିଆରେ ଚାଲୁଥିବା ସବୁ ସୋସିଆଲ ମିଡିଆ ବ୍ୟବହାର ମନା ।

Show More

Related Articles

Back to top button