Breaking PLUSଓଡ଼ିଶାମୁଖ୍ୟ ଖବର

ଆଜି ବଲାଙ୍ଗିରରେ ଏକାଧିକ ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର- ଆଜି ବଲାଙ୍ଗିରରେ ଏକାଧିକ ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ  । ଶିଳାନ୍ୟାସ ସହ ଏକାଧିକ ପ୍ରକଳ୍ପର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ ।୩୦୧ କୋଟିର ଅପର ଲାନ୍ଥ ଜଳସେଚନ ପ୍ରକଳ୍ପ ଶିଳାନ୍ୟାସ କରିବେ  ।୧୭୨ କୋଟିର ପାନୀୟ ଜଳ ପ୍ରକଳ୍ପ ଶିଳାନ୍ୟାସ କରିବେ ।

Show More

Related Articles

Back to top button