Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ତିନୋଟି ହାତୀର ମୃତ୍ୟୁ

ସମ୍ବଲପୁର : ଏକାସଙ୍ଗେ ୩ଟି ହାତୀଙ୍କ ମୃତ୍ୟୁ। ସମ୍ବଲପୁର ନାକଟିଦେଉଳ ରେଞ୍ଜ ବୁରମାଳ ଜଙ୍ଗଲରୁ ୩ଟି ହାତୀଙ୍କ ମୃତଦେହ ଉଦ୍ଧାର ହୋଇଛି। ଦୁଇଟି ବଡ ହାତୀ ସହ ଗୋଟିଏ ଛୁଆ ହାତୀର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ବିଦ୍ୟୁତ୍ ଆଘାତରେ ହାତୀ ମାନଙ୍କର ମୃତ୍ୟୁ ହୋଇଥିବା ସନ୍ଦେହ କରାଯାଉଛି ।

Show More

Related Articles

Back to top button