Breaking PLUSଓଡ଼ିଶାମୁଖ୍ୟ ଖବର
ବାବା ସାହେବ ଆମ୍ବେଦକରଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କଲେ ରାଷ୍ଟ୍ରପତି

ଭୁବନେଶ୍ୱର- ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭୁବନେଶ୍ବରରେ ବାବା ସାହେବ ଆମ୍ବେଦକରଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଭୁବନେଶ୍ବର ଏଜି ଛକରେ ଥିବା ଆମ୍ବେଦକରଙ୍କ ପ୍ରତିମୂର୍ତ୍ତିରେ ରାଷ୍ଟ୍ରପତି ମାଲ୍ୟାର୍ପଣ କରିଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭୁବନେଶ୍ୱରର ଏଜି ଛକ ସ୍ଥିତ ବାବା ସାହେବ ଆମ୍ବେଦକରଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପାର୍ଘ୍ୟ ଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।