Breaking PLUSଓଡ଼ିଶାମୁଖ୍ୟ ଖବର
ଯାତ୍ରାରେ ଚାଲିଥିବା ଅଶ୍ଳୀଳ ନୃତ୍ୟକୁ ବନ୍ଦ ହେବ

ଯାତ୍ରାରେ ଚାଲିଥିବା ଅଶ୍ଳୀଳ ନୃତ୍ୟକୁ ବନ୍ଦ କରାଯିବ। ଏନେଇ ଆଜି ବିଧାନସଭାରେ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଘୋଷଣା କରିଛନ୍ତି। ସେ କହିଛନ୍ତି, ଯାତ୍ରାରେ ଚାଲୁଥିବା ଅଶ୍ଲୀଳ ନୃତ୍ୟ ଖୁବ୍ ଶୀଘ୍ର ବନ୍ଦ ହେବ। ଏଥିପାଇଁ ରାଜ୍ୟ ସରକାର ମାର୍ଗଦର୍ଶିକା ଆଣୁଛନ୍ତି। ଯାତ୍ରା ପାର୍ଟିରେ ଅଶ୍ଳୀଳ ନୃତ୍ୟ ପରିବେଷଣ ଉପରେ ରୋକ୍ ଲଗାଇବା ପାଇଁ ରାଜ୍ୟ ସରକାର ଗୁରୁତ୍ବର ସହ ବିଚାର କରୁଛନ୍ତି।